30/07/2026
ଅଗ୍ନିଶମ କର୍ମଚାରୀ ଚନ୍ଦନ ପଟ୍ଟନାୟକଙ୍କର କାର୍ଯ୍ୟରତ ଅବସ୍ଥାରେ ଏକ ଅଭାବନୀୟ ଦୁର୍ଘଟଣାରେ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଅତ୍ୟନ୍ତ ମର୍ମାହତ ।ଏହି କଠିନ ସମୟରେ ତାଙ୍କ ଶୋକସନ୍ତପ୍ତ ପରିବାର ବର୍ଗକୁ ମୋର ଗଭୀର ସମବେଦନା ଜଣାଇବା ସହ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆମର ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରୁଛି ।🙏🙏🙏